Sunday, October 4, 2026
28.6 C
Odisha

    ଆଜି ବିକାଶ ସାଜିଛି ନୂଆ ଓଡ଼ିଶାର ପରିଚୟ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଯାଜପୁର: ଆଜି ବିକାଶ ସାଜିଛି ନୂଆ ଓଡ଼ିଶାର ପରିଚୟ । ଚଣ୍ଡିଖୋଲ ସଭାରେ ଯୋଗଦେଇ ଏପରି କହିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ସ୍ମରଣ କରିଥିଲେ ମୁଖ୍ଯମନ୍ତ୍ରୀ । ନବୀନ କହିଛନ୍ତି, କଳିଙ୍ଗନଗରକୁ ଶିଳ୍ପର ହବ କରିବାକୁ ୯୦ ଦଶକରେ ଚିନ୍ତା କରିଥିଲେ ବିଜୁ ବାବୁ । ତାଙ୍କର ସ୍ବପ୍ନ ଆଜି ସାକାର ହୋଇଛି । ଆଜି ଶିଳ୍ପାୟନର ପ୍ରମୁଖ କେନ୍ଦ୍ରରେ ରୂପାନ୍ତରିତ ହୋଇଛି କଳିଙ୍ଗନଗର । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ