Friday, June 27, 2025
27.2 C
Odisha

ଓଡିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୁରଣ କରିବା ମୋର ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଆଗକୁ ପଢନ୍ତୁ

ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର ସାଥୀ ସାଜିଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଆଣିଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଶପଥ ଓ ଦାୟୀତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦଳୀୟ କାର୍ଯ୍ୟାଳୟକୁ ଆସିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ସାଧାରଣ କାର୍ଯ୍ୟକର୍ତାଠାରୁ ଆରମ୍ଭ କରି ଦଳୀୟ ନେତୃବୃନ୍ଦ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ସ୍ୱାଗତ ଜଣାଇ ପାଛୋଟି ନେଇଥିଲେ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନିଲ ବଂଶଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର ଏବଂ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି.ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ମନ୍ତ୍ରୀଗଣ ଓ ଦଳୀୟ ପଦାଧିକାରୀ ଉପସ୍ଥିତ ରହି ସ୍ୱାଗତ କରିଥିଲେ ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
27.2 ° C
27.2 °
27.2 °
74 %
2.6kmh
100 %
Fri
27 °
Sat
30 °
Sun
31 °
Mon
27 °
Tue
24 °

ସମ୍ବନ୍ଧିତ