Wednesday, July 24, 2024
25 C
Odisha

    ଓଡିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୁରଣ କରିବା ମୋର ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର ସାଥୀ ସାଜିଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଆଣିଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଶପଥ ଓ ଦାୟୀତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦଳୀୟ କାର୍ଯ୍ୟାଳୟକୁ ଆସିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ସାଧାରଣ କାର୍ଯ୍ୟକର୍ତାଠାରୁ ଆରମ୍ଭ କରି ଦଳୀୟ ନେତୃବୃନ୍ଦ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ସ୍ୱାଗତ ଜଣାଇ ପାଛୋଟି ନେଇଥିଲେ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନିଲ ବଂଶଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର ଏବଂ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି.ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ମନ୍ତ୍ରୀଗଣ ଓ ଦଳୀୟ ପଦାଧିକାରୀ ଉପସ୍ଥିତ ରହି ସ୍ୱାଗତ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    90 %
    2.7kmh
    100 %
    Wed
    27 °
    Thu
    25 °
    Fri
    25 °
    Sat
    27 °
    Sun
    31 °

    ସମ୍ବନ୍ଧିତ