Tuesday, October 27, 2026
26.1 C
Odisha

    କୋଚିଂ ସେଣ୍ଟର ଯାଇପାରିବେନି ୧୬ ବର୍ଷରୁ କମ୍‌ ପିଲା; କେନ୍ଦ୍ର ସରକାର ଆଣିଲେ ଗାଇଡ଼ଲାଇନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଛତୁ ଫୁଟିଲା ଭଳି ଦେଶରେ କୋଚିଂ ସେଣ୍ଟର ଗୁଡ଼ିକ ଗଢି ଉଠିବାରେ ଲାଗିଛି। ଏଗୁଡିକ ଉପରେ ନିୟନ୍ତ୍ରଣ ରଖିବା ପାଇଁ ସ୍ୱତନ୍ତ୍ର ଗାଇଡଲାଇନ ଆଣିଛନ୍ତି କେନ୍ଦ୍ର ସରକାର। ନୂଆ ନିୟମ ଅନୁଯାୟୀ ଏଣିକି ବୃତ୍ତିଗତ ପାଠ୍ୟକ୍ରମ ପାଇଁ ତାଲିମ ପ୍ରଦାନ କରୁଥିବା କୋଚିଂ ପ୍ରତିଷ୍ଠାନଗୁଡିକ ବର୍ତ୍ତମାନ ପଞ୍ଜୀକୃତ ହେବା ଆବଶ୍ୟକ। ସେହିପରି ୧୬ ବର୍ଷରୁ କମ୍ ଛାତ୍ରଛାତ୍ରୀଙ୍କୁ ନାମ ଲେଖାଇ ପାରିବେ ନାହିଁ କିମ୍ବା ଅତିରିକ୍ତ ଫି ଆଦାୟ କରିପାରିବେ ନାହିଁ ଏବଂ ନୂତନ ନିର୍ଦ୍ଦେଶାବଳୀରେ କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    68 %
    5.1kmh
    100 %
    Tue
    25 °
    Wed
    22 °
    Thu
    22 °
    Fri
    27 °
    Sat
    28 °

    ସମ୍ବନ୍ଧିତ