Thursday, February 19, 2026
18.1 C
Odisha

    କମିଲା ଏଲପିଜି ସିଲିଣ୍ଡର ଦର । ଜାଣନ୍ତୁ କେଉଁଠି କେତେ ହେଲା ଦର

    ଆଗକୁ ପଢନ୍ତୁ

    ମହଙ୍ଗାରୁ କିଛିଟା ଆଶ୍ୱସ୍ତି ମିଳିଛି। ତୈଳ କମ୍ପାନୀଗୁଡିକ କମିର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟରେ ସଂଶୋଧନ କରିଛନ୍ତି । ଆଜିଠାରୁ ୧୯ କେଜି କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୩୧ ଟଙ୍କା ହ୍ରାସ ପାଇଛି । ଦିଲ୍ଲୀରେ ଏବେ ଏହି ସିଲିଣ୍ଡର ୧୬୭୬ ପରିବର୍ତ୍ତେ ୧୬୪୬ ଟଙ୍କାରେ ଉପଲବ୍ଧ ହେବ। କୋଲକାତାରେ ଏହି ସିଲିଣ୍ଡର ଏବେ ୧୭୫୬ ଟଙ୍କାରେ ମିଳୁଥିବା ବେଳେ ପୂର୍ବରୁ ଏହାର ମୂଲ୍ୟ ୧୭୮୭ ଟଙ୍କା ଥିଲା । ସେହିପରି ମୁମ୍ବାଇରେ ସିଲିଣ୍ଡର ୧୬୨୯ ଟଙ୍କାରୁ ୩୧ ଟଙ୍କା ହ୍ରାସ ପାଇ ୧୫୯୮ ଟଙ୍କାରେ ପହଞ୍ଚିଛି। ଚେନ୍ନାଇରେ ସିଲିଣ୍ଡର ଦର ୧୮୦୯.୫୦ ଟଙ୍କା ରହିଛି। ତେବେ ୧୪.୨ କିଲୋଗ୍ରାମ ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଏହା ଦିଲ୍ଲୀରେ ୮୦୩ ଟଙ୍କା ଏବଂ ମୁମ୍ବାଇରେ ୮୦୨.୫୦ ଟଙ୍କାରେ ଉପଲବ୍ଧ ହେଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.1 ° C
    18.1 °
    18.1 °
    63 %
    2.4kmh
    0 %
    Wed
    18 °
    Thu
    34 °
    Fri
    35 °
    Sat
    36 °
    Sun
    36 °

    ସମ୍ବନ୍ଧିତ