Thursday, March 12, 2026
28.7 C
Odisha

    ଡିପଫେକ୍ ଭିଡିଓ ଅପରାଧ ରୋକିବାକୁ ତତ୍ପର କମିଶନରେଟ୍ ପୋଲିସ । ଅଫିସରଙ୍କୁ ଦିଆଯାଉଛି ଫ୍ୟାକ୍ଟ ଚେକିଂ ଟ୍ରେନିଂ

    ଆଗକୁ ପଢନ୍ତୁ

    ଆଗକୁ ସାଧାରଣ ନିର୍ବାଚନ । ଡିପଫେକ୍ ଫଟୋ ଓ ଭିଡ଼ିଓକୁ ନେଇ ଚିନ୍ତା ବଢ଼ୁଥିବା ବେଳେ ଏବେଠୁ ସଜାଗ ରହିବା ପାଇଁ ପୋଲିସକୁ ଦିଆଯାଇଛି ତାଲିମ । କମିଶନରେଟ୍ ପୋଲିସର ବଛା ବଛା ଅଫିସରଙ୍କୁ ଫ୍ୟାକ୍ଟ ଚେକ୍ କରିବା ପାଇଁ ତାଲିମ ଦିଆଯାଇଛି । ବାହାର ରାଜ୍ୟର ଏକ୍ସପର୍ଟ ମାନେ ଏହି ତାଲିମ ଦେଇଛନ୍ତି । ତାଲିମପ୍ରାପ୍ତ ଅଫିସର ମାନେ ଡ଼ିପଫେକ୍ ଫଟୋ ଓ ଭିଡ଼ିଓ ଚେକ୍ କରିବେ । ଅଫିସରଙ୍କୁ ସହାୟତା କରିବେ ୨୦ ଜଣ ସାଇବର ଏକ୍ସପର୍ଟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.7 ° C
    28.7 °
    28.7 °
    15 %
    2.6kmh
    0 %
    Thu
    31 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ