Sunday, October 4, 2026
24.3 C
Odisha

    ଆସିକା ସାଂସଦ ପ୍ରାର୍ଥୀଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଲେ ପୂର୍ବତନ ବିଧାୟିକା ଲତିକା ପ୍ରଧାନ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ଆସିକାରେ ବିଜେଡିକୁ ହରାଇବାକୁ ବିଜେପି ସହ ହାତ ମିଳାଇଥିଲେ ବିଜେଡି ସାଂସଦ ପ୍ରାର୍ଥୀ। ତାଙ୍କ ପାଇଁ ବିଜେଡି ଆସିକା ଲୋକସଭା ସହ ଅନେକ ବିଧାନସଭା କ୍ଷେତ୍ରରେ ହାରିଲା। ହିଞ୍ଜିଳିରେ ଭୋଟ କମିବା ସହ କବିସୂର୍ଯ୍ୟନଗରରେ ବି ଦଳ ତାଙ୍କ ପାଇଁ ହାରିଲା। ଏଭଳି ଅଭିଯୋଗ ଆଣିଛନ୍ତି ପୂର୍ବତନ ବିଧାୟିକା ଲତିକା ପ୍ରଧାନ। ସେ କହିଛନ୍ତି, ବିଜେପି ଏଜେଣ୍ଟଙ୍କ ସହ ମିଶି ବିଭୀଷଣ ଭଳି କାମ କରିଥିଲେ ଆସିକାସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ। ଏ ନେଇ ଭିଡିଓ ଫଟୋ ବି ଘୁରି ବୁଲୁଛି। ନିର୍ବାଚନ ସମୟରେ ଓ ନିର୍ବାଚନ ପରେ ବିଜେପି ନେତାଙ୍କ ସହ ସାଲିସ ହୋଇ କାମ କରିଥିଲେ। ବିଜେଡି ସୁପ୍ରିମୋଙ୍କୁ ଏ ବାବଦରେ ଅବଗତ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ