Tuesday, October 6, 2026
28.6 C
Odisha

    ୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ଜାଣନ୍ତୁ କେଉଁଠୁ ଲଢିବେ କିଏ

    ଆଗକୁ ପଢନ୍ତୁ

    ବିଧାନସଭା ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀ ତାଲିକା । ୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ମାହାଙ୍ଗା, ସତ୍ୟବାଦୀ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ ।

    ମାହାଙ୍ଗାରୁ ଲଢିବେ ଦେବେନ୍ଦ୍ର କୁମାର ସାହୁ
    ସତ୍ୟବାଦୀରୁ ନିର୍ବାଚନ ଲଢିବେ ମନୋଜ ରଥ
    ଭୁବନେଶ୍ୱର ମଧ୍ୟରୁ ନିର୍ବାଚନ ଲଢିବେ ପ୍ରକାଶ ଚନ୍ଦ୍ର ଜେନା
    ଭୁବନେଶ୍ୱର ଉତ୍ତର ପ୍ରାର୍ଥୀ ହେଲେ ଅଶୋକ କୁମାର ଦାସ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    75 %
    0.8kmh
    1 %
    Tue
    25 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ