Saturday, May 31, 2025
27.6 C
Odisha

୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା

ଆଗକୁ ପଢନ୍ତୁ

ଭୁବନେଶ୍ୱର:୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା । ଜଗନ୍ନାଥଙ୍କ ଦର୍ଶନ କରି ଶ୍ରୀକ୍ଷେତ୍ରରୁ ଗଡିବ କଂଗ୍ରେସ ବସ୍ । ରାଜ୍ୟର ସବୁ ନିର୍ବାଚନ ମଣ୍ଡଳି ବୁଲିବ ଦୁଇଟି ବସ୍ । ୪୦ରୁ ଅଧିକ ନେତା ବସ ଯୋଗେ ବିଭିନ୍ନ ନିର୍ବାଚନ ମଣ୍ଡଳିକୁ ଗସ୍ତ କରିବେ । ବସ ଯାତ୍ରା ସମୟରେ ବାଟରେ ସ୍ଥାନେ ସ୍ଥାନେ ରହି ଜନସଭା କରିବେ କଂଗ୍ରେସ ନେତା । ଓଡିଶା ପ୍ରଭାରୀ ଅଜୟ କୁମାର ନେତାଙ୍କ ସହ ବୈଠକ କରି ଟିପ୍ସ ଦେବା ପରେ କଂଗ୍ରେସ ଶିବିରରେ ଉତ୍ସାହ ବଢିଯାଇଛି ।

ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଦଳ ସ୍ୱତନ୍ତ୍ର ରଣନୀତି କରିଛି । ଗାଁ ଗାଁରେ ଘରେ ଘରେ ଲୋକଙ୍କ ପାଖରେ ପହଂଚିବା ପାଇଁ ବସ ଯାତ୍ରାର ବ୍ୟବସ୍ଥା କରାଯାଇଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା ବଖାଣିବା ସହ କଂଗ୍ରେସ ଶାସନ ସମୟରେ ହୋଇଥିବା ଲୋକାଭିମୁଖି ଯୋଜନାର ସଫଳତା କହି ଭୋଟ ହାତେଇବା ପାଇଁ ଚେଷ୍ଟା କରିବ ଦଳ ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
27.6 ° C
27.6 °
27.6 °
79 %
1.1kmh
100 %
Sat
36 °
Sun
39 °
Mon
39 °
Tue
38 °
Wed
39 °

ସମ୍ବନ୍ଧିତ