Thursday, May 30, 2024
45 C
Odisha

    ୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା । ଜଗନ୍ନାଥଙ୍କ ଦର୍ଶନ କରି ଶ୍ରୀକ୍ଷେତ୍ରରୁ ଗଡିବ କଂଗ୍ରେସ ବସ୍ । ରାଜ୍ୟର ସବୁ ନିର୍ବାଚନ ମଣ୍ଡଳି ବୁଲିବ ଦୁଇଟି ବସ୍ । ୪୦ରୁ ଅଧିକ ନେତା ବସ ଯୋଗେ ବିଭିନ୍ନ ନିର୍ବାଚନ ମଣ୍ଡଳିକୁ ଗସ୍ତ କରିବେ । ବସ ଯାତ୍ରା ସମୟରେ ବାଟରେ ସ୍ଥାନେ ସ୍ଥାନେ ରହି ଜନସଭା କରିବେ କଂଗ୍ରେସ ନେତା । ଓଡିଶା ପ୍ରଭାରୀ ଅଜୟ କୁମାର ନେତାଙ୍କ ସହ ବୈଠକ କରି ଟିପ୍ସ ଦେବା ପରେ କଂଗ୍ରେସ ଶିବିରରେ ଉତ୍ସାହ ବଢିଯାଇଛି ।

    ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଦଳ ସ୍ୱତନ୍ତ୍ର ରଣନୀତି କରିଛି । ଗାଁ ଗାଁରେ ଘରେ ଘରେ ଲୋକଙ୍କ ପାଖରେ ପହଂଚିବା ପାଇଁ ବସ ଯାତ୍ରାର ବ୍ୟବସ୍ଥା କରାଯାଇଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା ବଖାଣିବା ସହ କଂଗ୍ରେସ ଶାସନ ସମୟରେ ହୋଇଥିବା ଲୋକାଭିମୁଖି ଯୋଜନାର ସଫଳତା କହି ଭୋଟ ହାତେଇବା ପାଇଁ ଚେଷ୍ଟା କରିବ ଦଳ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    45 ° C
    45 °
    45 °
    15 %
    3kmh
    25 %
    Thu
    45 °
    Fri
    46 °
    Sat
    43 °
    Sun
    42 °
    Mon
    45 °

    ସମ୍ବନ୍ଧିତ