Friday, December 5, 2025
25.3 C
Odisha

    କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସର୍ବୋଚ୍ଚନ୍ୟାୟାଳୟ

    ଆଗକୁ ପଢନ୍ତୁ

    କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ । ମହମ୍ମଦ ମୋକିମଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପର ରହିତାଦେଶ ଜାରି କରି ପ୍ରତିପକ୍ଷ ଦେବାଶିଷ ସାମନ୍ତରାୟଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ ନୋଟିସ କରିଛନ୍ତି । ପୂର୍ବରୁ ହାଇକୋର୍ଟ ନିର୍ବାଚନ ସତ୍ୟପାଠ ଅନିୟମିତତା ମାମଲାରେ ମୋକିମଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିଥିଲେ । ହାଇକୋର୍ଟଙ୍କ ରାୟକୁ ମୋକିମ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.3 ° C
    25.3 °
    25.3 °
    31 %
    2.1kmh
    75 %
    Fri
    26 °
    Sat
    26 °
    Sun
    26 °
    Mon
    27 °
    Tue
    26 °

    ସମ୍ବନ୍ଧିତ