Saturday, June 20, 2026
26.3 C
Odisha

    କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସର୍ବୋଚ୍ଚନ୍ୟାୟାଳୟ

    ଆଗକୁ ପଢନ୍ତୁ

    କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ । ମହମ୍ମଦ ମୋକିମଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପର ରହିତାଦେଶ ଜାରି କରି ପ୍ରତିପକ୍ଷ ଦେବାଶିଷ ସାମନ୍ତରାୟଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ ନୋଟିସ କରିଛନ୍ତି । ପୂର୍ବରୁ ହାଇକୋର୍ଟ ନିର୍ବାଚନ ସତ୍ୟପାଠ ଅନିୟମିତତା ମାମଲାରେ ମୋକିମଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିଥିଲେ । ହାଇକୋର୍ଟଙ୍କ ରାୟକୁ ମୋକିମ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.3 ° C
    26.3 °
    26.3 °
    78 %
    1.1kmh
    100 %
    Sat
    37 °
    Sun
    31 °
    Mon
    36 °
    Tue
    37 °
    Wed
    37 °

    ସମ୍ବନ୍ଧିତ