Friday, October 2, 2026
29.9 C
Odisha

    ‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ଯାତ୍ରା ମଣିପୁରରୁ ଆରମ୍ଭ କରି ମୁମ୍ବାଇରେ ଶେଷ କରିବେ। ୬୨୦୦କିମିର ଏହି ଯାତ୍ରା ଆସନ୍ତା ଜାନୁଆରୀ ୧୪ରୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ ଏହି ଯାତ୍ରା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ