Saturday, June 13, 2026
34.8 C
Odisha

    ପୁଣି କଡ଼ଲେଉଟାଉଛି କରୋନା; ଗଲାଣି ୫ଜଣଙ୍କ ଜୀବନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବାହାରକୁ ବାହାରିଲେ ପୁଣି ଥରେ ମୁହଁରେ ମାସ୍କ ପିନ୍ଧିକି ଯିବା ପଢ଼ିବ। ଦେଶରେ କଡ ଲେଉଟାଇଲା କରୋନା। ପୁଣି ଥରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡ-୧୯ ଭୂତାଣୁ। ୨୪ ଘଣ୍ଟା ଦେଶରେ ୩୩୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଗତ ୨୪ ଘଣ୍ଟାରେ କୋଭିଡ-୧୯ରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କେରଳରୁ ୪ ଜଣ ଅଛନ୍ତି। ସମସ୍ତ ଆକ୍ରାନ୍ତ କୋଭିଡ-୧୯ ସବ୍‌ ଭାରିଆଣ୍ଟ ଜେଏନ-୧ରେ ସଂକ୍ରମିତ ଥିଲେ। ଜଣେ ଉତ୍ତରପ୍ରଦେଶର ସଂକ୍ରମିତ ଆଖି ବୁଜିଛନ୍ତି। ସେ କୋଭିଡ-୧୯ ସବ୍‌ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ ବର୍ତ୍ତମାନ ସୁଦ୍ଧା ୧୮୨୮ ସକ୍ରିୟ ମାମଲା ରହିଛି। କୋଭିଡରେ ଏବେ ସୁଦ୍ଧା ମୋଟ୍‌ ୫ ଲକ୍ଷ ୩୩ ହଜାର ୩୧୬ ଜଣଙ୍କ ମୃତ୍ୟୁ ହୋଇଛି । ଏହି ହାରରେ ମୃତ୍ୟୁ ୧.୧୯ ପ୍ରତିଶତ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    34.8 ° C
    34.8 °
    34.8 °
    39 %
    1.9kmh
    66 %
    Sat
    34 °
    Sun
    42 °
    Mon
    41 °
    Tue
    44 °
    Wed
    41 °

    ସମ୍ବନ୍ଧିତ