Friday, March 13, 2026
34.7 C
Odisha

    ରାଷ୍ଟ୍ରପତି ଭବନରେ ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ କଲେ ମହାମହିମ ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଅର୍ଜୁନ ପୁରସ୍କାର ପାଇଲେ କ୍ରିକେଟର ମହମ୍ମଦ ସାମି । ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ ଉତ୍ସବରେ ତାଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି ମହମ୍ମଦ ସାମି । ୨୦୨୩ ବର୍ଷ ପାଇଁ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିବା ବେଳେ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ୨୦୨୩ ବିଶ୍ୱକପ୍ରେ ସାମିଙ୍କ ଦମଦାର ପ୍ରଦର୍ଶନ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବିସିସିଆଇ ସାମିଙ୍କ ନାମ ସୁପାରିଶ କରିଥିଲା । ସାମି ୨୦୨୩ ବିଶ୍ୱକପରେ ସର୍ବାଧିକ ୱିକେଟ୍ ନେଇ ଚର୍ଚ୍ଚାକୁ ଆସିଥିଲେ । ୭ଟି ମ୍ୟାଚରେ ୨୪ଟି ୱିକେଟ୍ ନେଇ ଶ୍ରେଷ୍ଠ ବୋଲର ପାଲଟିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.7 ° C
    34.7 °
    34.7 °
    11 %
    0.9kmh
    5 %
    Fri
    38 °
    Sat
    39 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ