Thursday, March 12, 2026
36.4 C
Odisha

    ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ଯା କଲା ସ୍ବାମୀ

    ଆଗକୁ ପଢନ୍ତୁ

    ରାୟଗଡା: ସ୍ତ୍ରୀକୁ କାଠ ଫାଳିଆରେ ପିଟି ପିଟି ହତ୍ଯା କଲା ସ୍ବାମୀ । ରାୟଗଡା ବ୍ଲକ ଜେମାଦେଇପେଣ୍ଠ ଶେଷଖାଲ ଥାନା ଗେଣ୍ଡାୱଲସା ଗାଁରେ ହତ୍ୟାକାଣ୍ଡ । ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କଲା ସ୍ୱାମୀ । ଘଟଣାସ୍ଥଳରେ ମୃତଦେହ ଜବତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ଶେଷଖାଲ ଥାନା ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.4 ° C
    36.4 °
    36.4 °
    9 %
    2.7kmh
    0 %
    Thu
    35 °
    Fri
    39 °
    Sat
    40 °
    Sun
    40 °
    Mon
    38 °

    ସମ୍ବନ୍ଧିତ