Saturday, July 27, 2024
24.6 C
Odisha

    ସାରା ବିଶ୍ୱ ପାଳୁଛି ବଡ଼ ଦିନ: ଯୀଶୁଖ୍ରୀଷ୍ଟଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି ଖ୍ରୀଷ୍ଟଧର୍ମାବଲାମ୍ବୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଉତ୍ସବ ପାଳୁଛନ୍ତି ଖ୍ରୀଷ୍ଟଧର୍ମାବଲାମ୍ବୀ । ଉତ୍ସବମୁଖର ହୋଇଛି ସାରା ବିଶ୍ବ । ମଧ୍ୟରାତ୍ରୀରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ । ସମବେତ ପ୍ରାର୍ଥନା କରି ପ୍ରଭୁଙ୍କ ଧରାବତରଣକୁ ପାଳନ କରିଛନ୍ତି ଶ୍ରଦ୍ଧାଳୁ । ବିଭିନ୍ନ ଚର୍ଚ୍ଚରେ କରାଯାଇଛି ବ୍ୟାପକ ବ୍ୟବସ୍ଥା । ବଡ଼ଦିନ ପାଇଁ ଚର୍ଚ୍ଚଗୁଡ଼ିକୁ ସୁନ୍ଦର ଆଲୋକମାଳାରେ ସଜାଯାଇଛି । ରାଜଧାନୀ ଭୁବନେଶ୍ବର ସମେତ ସାରା ରାଜ୍ୟର ଚର୍ଚ୍ଚରେ ଲାଗିଛି ଗହଳି । ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି ଖ୍ରୀଷ୍ଟଧର୍ମାବଲାମ୍ବୀ । ଆଜିକୁ ପ୍ରାୟ ୨୦୨୩ ବର୍ଷ ପୂର୍ବେ ପ୍ରଭୁ ଯୀଶୁ ଜନ୍ମଗ୍ରହଣ କରିଥିଲେ ବୋଲି ବିଶ୍ବାସ ରହିଛି । ସେ ଜନ୍ମ ହେବା ସହ ଖ୍ରୀଷ୍ଟାବ୍ଦର ଆରମ୍ଭ ହୋଇଥିବା କୁହାଯାଉଛି । ଶେଷ ଜୀବନରେ ଯୀଶୁଙ୍କୁ କୁଶବିଦ୍ଧ କରାଯାଇ ହତ୍ୟା କରାଯାଇଥିଲା । ଏନେଇ ଖ୍ରୀଷ୍ଟ ଧର୍ମଗ୍ରନ୍ଥ ବାଇବେଲରେ ଉଲ୍ଲେଖ କରାଯାଇଛି। ଏହାପରଠାରୁ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖକୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଭାବେ ପାଳନ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ