Wednesday, December 17, 2025
26.3 C
Odisha

    ଲୋକଙ୍କ ସମସ୍ୟା ଶୁଣିଲେ ସୋଫିଆ

    ଆଗକୁ ପଢନ୍ତୁ

    ପ୍ରତି ସୋମବାର ଓ ଗୁରୁବାର ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ଜନ ଶୁଣାଣି କରିବେ। ଆଜି କଟକ ୨୨ ନମ୍ବର ୱାର୍ଡରେ ବିଧାୟିକା ସୋଫିଆଙ୍କ ଜନଶୁଣାଣି ରହିଛି। ଅଞ୍ଚଳବାସୀ ନିଜେ ଆସି ତାଙ୍କ ସମସ୍ୟା କହିବେ। ମହାନଗର ନିଗମ ଅଧିକାରୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ଲୋକଙ୍କ ଏହି ସମସ୍ୟା କିଭଳି ସମାଧନ ପାଇଁ ପଦକ୍ଷେପ ନିଆଯାଇଛି ତାହା ପଚାରି ବୁଝୁଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.3 ° C
    26.3 °
    26.3 °
    24 %
    2.5kmh
    0 %
    Wed
    27 °
    Thu
    26 °
    Fri
    26 °
    Sat
    27 °
    Sun
    28 °

    ସମ୍ବନ୍ଧିତ