Monday, April 6, 2026
24.9 C
Odisha

    ୨୪ ଘଣ୍ଟାରେ ଲଘୁଚାପ, ୨୩ରେ ବାତ୍ୟା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ। ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଅଧିକ ଘନୀଭୂତ ହୋଇ ଅବପାତ ହେବ।ଏଣେ ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ଅତିକ୍ରମ କରିବାର ସମ୍ଭାବନା ରହିଛି। ଏଣେ ୨୫ ତାରିଖରେ ଏନେଇ ଆଗୁଆ ସତର୍କ କରାଇଲେ ଏସ୍ଆର୍ସି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    60 %
    0.8kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ