Monday, August 24, 2026
27.4 C
Odisha

    ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ: ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସହିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ।
    କାଁ ଭାଁ କିଛି ଜାଗାରେ ବିଜୁଳି ସହିତ ଘଡଘଡି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ ମନୋରମା ମହାନ୍ତି ସୂଚନା ପ୍ରଦାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.4 ° C
    27.4 °
    27.4 °
    84 %
    2.6kmh
    99 %
    Mon
    29 °
    Tue
    30 °
    Wed
    30 °
    Thu
    27 °
    Fri
    28 °

    ସମ୍ବନ୍ଧିତ