Thursday, September 10, 2026
24.5 C
Odisha

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ରେ ଅବପାତ ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ବାତ୍ୟା ନେଇ ସ୍ପଷ୍ଟ ହୋଇନଥିବା ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅସ୍ତରଙ୍ଗ ଅଞ୍ଚଳର ମତ୍ସ୍ୟଜୀବୀମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେମାନଙ୍କ ଘର ସଜାଡ଼ିବା ସହ ଡଙ୍ଗା ସବୁକୁ ଉପରକୁ ଉଠାଇଛନ୍ତି।

    ୨୫ ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର। ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.5 ° C
    24.5 °
    24.5 °
    93 %
    1.4kmh
    100 %
    Thu
    26 °
    Fri
    26 °
    Sat
    29 °
    Sun
    27 °
    Mon
    30 °

    ସମ୍ବନ୍ଧିତ