Sunday, October 4, 2026
24.3 C
Odisha

    ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଢ଼ାଇଲେ ମୋହନ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ