Saturday, July 27, 2024
24.6 C
Odisha

    ରୁପି ସମସ୍ୟା : ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖି ହେବ ?

    ଆଗକୁ ପଢନ୍ତୁ

    ଅନେକଙ୍କ କ୍ଷେତ୍ରରେ ଡ୍ୟାଣ୍ଡରଫ୍ ବା ରୁପି ସମସ୍ୟା ଦେଖାଦେଇଥାଏ । କେତେକଙ୍କ କ୍ଷେତ୍ରରେ ବର୍ଷସାରା ରୁପି ସମସ୍ୟା ଲାଗି ରହିଥାଏ । ବିଶେଷକରି ଶୀତଦିନରେ ଏହା ଅତ୍ୟଧିକ ପରିମାଣରେ ହୋଇଥାଏ । ହେଲେ ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖିହେବ, ଜାଣି ରଖିବା ଜରୁରୀ ।

    ରୁପି ହେବାର ବିଭିନ୍ନ କାରଣ ରହିଛି
    • ରୁପି ହେବା ଜେନେଟିକ୍ କାରଣରୁ ହୋଇପାରେ
    • ଏହାସହ କେଉଁ ପରିବେଶରେ ରହୁଛନ୍ତି, ତାହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ
    • ଅତ୍ୟଧିକ ପ୍ରଦୂଷଣ ମଧ୍ୟ ରୁପିର କାରଣ ହୋଇପାରେ
    • ଶୀତଦିନେ ହିଁ ସବୁଠୁ ଅଧିକ ରୁପି ହୋଇଥାଏ
    • ବାୟୁମଣ୍ଡଳରେ ଶୁଷ୍କତା ରୁପି ସମ୍ୟା ବଢ଼ାଇଥାଏ
    • ରୁପିକୁ ସମ୍ପୂର୍ଣ୍ଣ ହଠାଇବା କଷ୍ଟକର ବ୍ୟାପାର
    • ରୁପିକୁ ନିୟନ୍ତ୍ରଣ କରିବା ପାଇଁ ଷ୍ଟିରଏଡ ଲୋସନ, ଆଂଟି ଡ୍ୟାଂଡରଫ୍ ସାମ୍ପୁ ବ୍ୟବହାର କରନ୍ତୁ
    • ଡାକ୍ତରଙ୍କ ପରାମର୍ଶ ପରେ ହିଁ ଲୋସନ କିମ୍ବା ସାମ୍ପୁ ବ୍ୟବହାର କରନ୍ତୁ
    • ରୁପି ନିୟନ୍ତ୍ରଣ ପାଇଁ ମୁଣ୍ଡରେ ଲେମ୍ବୁ ଲଗାଇପାରିବେ
    • ଅନ୍ୟ କିଛି ପ୍ରସଙ୍ଗ ଉପରେ ମଧ୍ୟ ଦୃଷ୍ଟି ଦେବାକୁ ପଡ଼ିବ
    • ବାହାରକୁ ଗଲେ ଚୁଟିକୁ ଘୋଡ଼ାଇ ରଖିବା ମଧ୍ୟ ଜରୁରୀ
    • ଏକ ସନ୍ତୁଳିତ ଖାଦ୍ୟ ଓ ଜୀବନ ଶୈଳୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ