Monday, March 16, 2026
23.6 C
Odisha

    ଆସନ୍ତା କାଲି ନିର୍ବାଚନ ତାରିଖ ଘୋଷଣା

    ଆଗକୁ ପଢନ୍ତୁ

    ଆସନ୍ତା କାଲି ହେବ ୨୦୨୪ ନିର୍ବାଚନ ପାଇଁ ତାରିଖ ଘୋଷଣା । ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା ହେବ । ନିର୍ବାଚନ କମିଶନଙ୍କ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏଥିରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବ ।ଆସନ୍ତାକାଲି ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି ଲୋକସଭା ନିର୍ବାଚନ ୨୦୨୪ ଓ କିଛି ରାଜ୍ୟ ବିଧାନସଭା ନିର୍ବାଚନ ର କାର୍ୟ୍ୟସୂଚୀ ଘୋଷଣା କରିବେ। ନିର୍ବାଚନ କମିଶନଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହାର ସିଧା ପ୍ରସାରଣ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    41 %
    1.3kmh
    2 %
    Mon
    38 °
    Tue
    38 °
    Wed
    37 °
    Thu
    35 °
    Fri
    34 °

    ସମ୍ବନ୍ଧିତ