Wednesday, September 23, 2026
23.9 C
Odisha

    ରେଳ ଧାରଣାରୁ ମିଳିଲା ବଲାଙ୍ଗୀର ବଣିକ ସଂଘ ସଭାପତିଙ୍କ ମୃତଦେହ

    ଆଗକୁ ପଢନ୍ତୁ

    ବଲାଙ୍ଗୀର:ରେଳଧାରଣାରୁ ମିଳିଲା ରାଧିକା ଜୁଏଲାରୀ ମାଲିକ ତଥା ବଲାଙ୍ଗୀର ବଣିକ ସଂଘ ସଭାପତିଙ୍କ ମୃତଦେହ। ବଣିକ ସଂଘ ସଭାପତି ତ୍ରିପୁରାରୀ ପାଣିଗ୍ରାହୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଖୁଜେନପାଲି ରେଳ ଧାରଣାରୁ ମିଳିଛି। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇ ରେଳ ଧାରଣାରେ ଫୋପାଡି ଦିଆଯାଇଛି, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ବଲାଙ୍ଗୀର ସଦର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ରେଲୱେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    23.9 ° C
    23.9 °
    23.9 °
    98 %
    3kmh
    100 %
    Wed
    24 °
    Thu
    25 °
    Fri
    28 °
    Sat
    28 °
    Sun
    23 °

    ସମ୍ବନ୍ଧିତ