Saturday, February 21, 2026
19 C
Odisha

    ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଲବାଣୀ ବିଧାୟକ ପ୍ରାର୍ଥୀ ଦେବନାରାୟଣ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୩/୦୧: ଭାରତୀୟ ଜନତା ପାର୍ଟୀ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଲାବାଣୀ ବିଧାୟକ ପ୍ରାର୍ଥୀ ଶ୍ରୀ ଦେବାନାରାୟଣ ପ୍ରଧାନ (ବାବୁ ଭାଇ)ଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିବା ସହିତ ତାଙ୍କ ବିୟୋଗ ପାର୍ଟୀ ପାଇଁ ଅପୁରଣୀୟ କ୍ଷତି ବୋଲି କହିଛନ୍ତି ।
    ସ୍ୱର୍ଗତଃ ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    34 %
    1.5kmh
    0 %
    Sat
    35 °
    Sun
    35 °
    Mon
    36 °
    Tue
    35 °
    Wed
    35 °

    ସମ୍ବନ୍ଧିତ