Saturday, July 5, 2025
24 C
Odisha

    ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଲବାଣୀ ବିଧାୟକ ପ୍ରାର୍ଥୀ ଦେବନାରାୟଣ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୩/୦୧: ଭାରତୀୟ ଜନତା ପାର୍ଟୀ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଲାବାଣୀ ବିଧାୟକ ପ୍ରାର୍ଥୀ ଶ୍ରୀ ଦେବାନାରାୟଣ ପ୍ରଧାନ (ବାବୁ ଭାଇ)ଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିବା ସହିତ ତାଙ୍କ ବିୟୋଗ ପାର୍ଟୀ ପାଇଁ ଅପୁରଣୀୟ କ୍ଷତି ବୋଲି କହିଛନ୍ତି ।
    ସ୍ୱର୍ଗତଃ ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    93 %
    2.7kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    25 °
    Wed
    25 °

    ସମ୍ବନ୍ଧିତ