Tuesday, October 14, 2025
22.6 C
Odisha

    ଶିଶୁକନ୍ୟା ଅପହରଣ ଘଟଣାରେ ମାଷ୍ଟରମାଇଣ୍ଡ ସହ ୪ ଗିରଫ

    ଆଗକୁ ପଢନ୍ତୁ

    ଦେବଗଡ଼: ଶିଶୁ କନ୍ୟା ପିହୁ ଅଗ୍ରୱାଲ ଅପହରଣ ଘଟଣାରେ   ମାଷ୍ଟରମାଇଣ୍ଡ ସମେତ ୪ ଅଭିଯୁକ୍ତକୁ ଗିରଫ କଲା ଦେବଗଡ଼ ପୋଲିସ । ମାଷ୍ଟରମାଇଣ୍ଡ ଦେବଗଡ଼ ଥାନା ଅନ୍ତର୍ଗତ ନୂଆଗାଁର ହିମାଂଶୁ ନାରଙ୍ଗ ବୋଲି ଜଣାପଡିଛି । ସହଯୋଗୀ ଅଭିଯୁକ୍ତମାନେ କୁଣ୍ଢେଇଗୋଳା ମେଣ୍ଢିପାଲି ସାଧୁବାହାଳ ଗାଁର ଦୀପକ ନାଏକ, ଦେବଗଡ଼ ବଲଣ୍ଡା ଗ୍ରାମର ରୋହିତ ପାତ୍ର ଓ ଜରେଇକେଳାର ମହେଶ୍ୱର ଶଗଡିଆ । ସେମାନଙ୍କଠାରୁ ଅପହରଣରେ ବ୍ୟବହୃତ କାର, ଦୁଇଟି ବାଇକ ଓ ୪ଟି ମୋବାଇଲ ଫୋନ ଜବତ କରିଛି ପୋଲିସ । ଗତ ୧୮ ତାରିଖ ସନ୍ଧ୍ୟାରେ ଟ୍ୟୁସନ ସାରି ଆଈ ସହ ଘରକୁ ଫେରୁଥିବା ବେଳେ ଜନଗହଳିପୂର୍ଣ୍ଣ ମୁଖ୍ୟରାସ୍ତାରୁ ପିହୁକୁ ଝାମ୍ପି ନେଇଥିଲେ ଅପହରଣକାରୀ । ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରିବା ଉଦ୍ଦେଶ୍ୟରେ ମୋଟା ଅଙ୍କର ଟଙ୍କା ରୋଜଗାର ପାଇଁ ଅପହରଣ ଯୋଜନା କରିଥିଲେ ଅଭିଯୁକ୍ତ । ଅପହରଣର ୧୨ ଘଣ୍ଟା ପରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରୁ ଅପହୃତ ଶିଶୁ ପିହୁକୁ ଉଦ୍ଧାର

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.6 ° C
    22.6 °
    22.6 °
    84 %
    1.4kmh
    13 %
    Tue
    23 °
    Wed
    30 °
    Thu
    30 °
    Fri
    29 °
    Sat
    29 °

    ସମ୍ବନ୍ଧିତ