Monday, March 4, 2024
31.9 C
Odisha

    ଶିଶୁକନ୍ୟା ଅପହରଣ ଘଟଣାରେ ମାଷ୍ଟରମାଇଣ୍ଡ ସହ ୪ ଗିରଫ

    ଆଗକୁ ପଢନ୍ତୁ

    ଦେବଗଡ଼: ଶିଶୁ କନ୍ୟା ପିହୁ ଅଗ୍ରୱାଲ ଅପହରଣ ଘଟଣାରେ   ମାଷ୍ଟରମାଇଣ୍ଡ ସମେତ ୪ ଅଭିଯୁକ୍ତକୁ ଗିରଫ କଲା ଦେବଗଡ଼ ପୋଲିସ । ମାଷ୍ଟରମାଇଣ୍ଡ ଦେବଗଡ଼ ଥାନା ଅନ୍ତର୍ଗତ ନୂଆଗାଁର ହିମାଂଶୁ ନାରଙ୍ଗ ବୋଲି ଜଣାପଡିଛି । ସହଯୋଗୀ ଅଭିଯୁକ୍ତମାନେ କୁଣ୍ଢେଇଗୋଳା ମେଣ୍ଢିପାଲି ସାଧୁବାହାଳ ଗାଁର ଦୀପକ ନାଏକ, ଦେବଗଡ଼ ବଲଣ୍ଡା ଗ୍ରାମର ରୋହିତ ପାତ୍ର ଓ ଜରେଇକେଳାର ମହେଶ୍ୱର ଶଗଡିଆ । ସେମାନଙ୍କଠାରୁ ଅପହରଣରେ ବ୍ୟବହୃତ କାର, ଦୁଇଟି ବାଇକ ଓ ୪ଟି ମୋବାଇଲ ଫୋନ ଜବତ କରିଛି ପୋଲିସ । ଗତ ୧୮ ତାରିଖ ସନ୍ଧ୍ୟାରେ ଟ୍ୟୁସନ ସାରି ଆଈ ସହ ଘରକୁ ଫେରୁଥିବା ବେଳେ ଜନଗହଳିପୂର୍ଣ୍ଣ ମୁଖ୍ୟରାସ୍ତାରୁ ପିହୁକୁ ଝାମ୍ପି ନେଇଥିଲେ ଅପହରଣକାରୀ । ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରିବା ଉଦ୍ଦେଶ୍ୟରେ ମୋଟା ଅଙ୍କର ଟଙ୍କା ରୋଜଗାର ପାଇଁ ଅପହରଣ ଯୋଜନା କରିଥିଲେ ଅଭିଯୁକ୍ତ । ଅପହରଣର ୧୨ ଘଣ୍ଟା ପରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରୁ ଅପହୃତ ଶିଶୁ ପିହୁକୁ ଉଦ୍ଧାର

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.9 ° C
    31.9 °
    31.9 °
    28 %
    3.7kmh
    98 %
    Mon
    34 °
    Tue
    35 °
    Wed
    36 °
    Thu
    35 °
    Fri
    36 °

    ସମ୍ବନ୍ଧିତ