Monday, March 30, 2026
36.2 C
Odisha

    ଅସ୍ତବ୍ୟସ୍ତ ଦିଲ୍ଲୀବାସୀ, ୪୭ ଡିଗ୍ରୀ ଡେଇଁଲା ତାତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଦିଲ୍ଲୀରେ ଅସହ୍ୟ ତାତି। ତତଲା କଡେଇରେ ଭାଜି ହେଉଛନ୍ତି ରାଜଧାନୀ ଦିଲ୍ଲୀବାସୀ। ୪୭ ଡିଗ୍ରୀ ଡେଇଁ ରେକର୍ଡ ଭେଙ୍ଗିଛି ରାଜଧାନୀ ପାରଦ। ଆସନ୍ତା ଶୁକ୍ରବାର ଯାଏଁ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏଥିସହ ସ୍କୁଲଗୁଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି। ସେପଟେ, ପ୍ରବଳ ଗରମ ଯୋଗୁଁ ଦିଲ୍ଲୀରେ ବିଦ୍ୟୁତର ଚାହିଦା ମେ’ ମାସରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଦିଲ୍ଲୀ ସରକାର ଗ୍ରୀଷ୍ମ ଛୁଟି ସତ୍ତ୍ୱେ ଯେଉଁ ବେସରକାରୀ ବିଦ୍ୟାଳୟଗୁଡ଼ିକୁରେ କ୍ଲାସ ହେଉଛି ତାହାକୁ ତୁରନ୍ତ ବନ୍ଦ କରିବାକୁ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.2 ° C
    36.2 °
    36.2 °
    23 %
    1.8kmh
    0 %
    Mon
    41 °
    Tue
    38 °
    Wed
    39 °
    Thu
    40 °
    Fri
    40 °

    ସମ୍ବନ୍ଧିତ