Sunday, September 13, 2026
27.6 C
Odisha

    ରାଜ୍ୟରେ ୨୭୫୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏଯାଏ ଓଡ଼ିଶାରେ ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏଥିମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏହାପଛକୁ ଖୋର୍ଦ୍ଧାରେ ୮୩୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ କେବଳ ଭୁବନେଶ୍ୱରରେ ୫୦୦ ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ।
    ଏବର୍ଷ ବର୍ଷାର ପରିମାଣ ଅଧିକ ଥିବାରୁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ସମ୍ଭାବନା ରହିଛି। ଏହାର ପ୍ରତିକାର ଓ ସଚେତନତା ଲାଗି ଏଥର ଆଗୁଆ ପଦକ୍ଷେପ ମଧ୍ୟ ନିଆଯାଇଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ