Sunday, December 7, 2025
26 C
Odisha

    ୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭିଷଣ ବାତ୍ୟାରେ ହୋଇପାରେ ପରିଣତ

    ଆଗକୁ ପଢନ୍ତୁ

    ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଆବପାତରେ ପରିଣତ ହେବ । ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
    ତେବେ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ । ସମ୍ଭାବ୍ୟ ବାତ୍ୟା ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ପହଞ୍ଚିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    26 ° C
    26 °
    26 °
    24 %
    2.4kmh
    19 %
    Sun
    26 °
    Mon
    26 °
    Tue
    26 °
    Wed
    26 °
    Thu
    26 °

    ସମ୍ବନ୍ଧିତ