Tuesday, October 13, 2026
22.2 C
Odisha

    ୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭିଷଣ ବାତ୍ୟାରେ ହୋଇପାରେ ପରିଣତ

    ଆଗକୁ ପଢନ୍ତୁ

    ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଆବପାତରେ ପରିଣତ ହେବ । ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
    ତେବେ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ । ସମ୍ଭାବ୍ୟ ବାତ୍ୟା ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ପହଞ୍ଚିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.2 ° C
    22.2 °
    22.2 °
    80 %
    1.2kmh
    23 %
    Mon
    22 °
    Tue
    30 °
    Wed
    30 °
    Thu
    30 °
    Fri
    31 °

    ସମ୍ବନ୍ଧିତ