Saturday, May 2, 2026
38.1 C
Odisha

    ଦାୟିତ୍ୱ ନେବା ପରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶିଷ ନେଲେ ଡିଜିପି

    ଆଗକୁ ପଢନ୍ତୁ

    ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବା ପରେ ସପରିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୱାଇ ବି ଖୁରାନିଆ । ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପୁରୀ ପୋଲିସ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା । ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ୱାଇ ବି ଖୁରାନିଆ । ଖୁବ ଶୀଘ୍ର ଶ୍ରୀମନ୍ଦିର ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.1 ° C
    38.1 °
    38.1 °
    18 %
    7.1kmh
    73 %
    Sat
    40 °
    Sun
    42 °
    Mon
    41 °
    Tue
    33 °
    Wed
    38 °

    ସମ୍ବନ୍ଧିତ