Tuesday, March 10, 2026
36.8 C
Odisha

    ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା

    ଆଗକୁ ପଢନ୍ତୁ

    ଶ୍ରାବଣ ମାସ ଆରମ୍ଭ ହେବାକୁ ଆଉ ମାତ୍ର ଦିନ କେଇଟା ବାକି । ଶ୍ରାବଣ ସୋମବାରରେ ଶୈବପୀଠରେ ଜଳଲାଗି କରିବେ କାଉଡିଆ । ଆଉ ଶ୍ରାବଣ ଆରମ୍ଭ ହେବା ପୂର୍ବରୁ କାଉଡିଆଙ୍କ ପାଇଁ ଆସିଛି ବଡ ଖବର । ଏଣିକି ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ କଳସୀରେ ପାଣି ନେଇପାରିବେନି କାଉଡିଆ ମାନସିକଧାରୀ । ମିଳିଥିବା ସୂଚନା ମୁତାବକ, ଧବଳେଶ୍ୱରଙ୍କ ପାଖକୁ ନିଷେଧ ହେଇଛି ପ୍ଲାଷ୍ଟିକ୍ କଳସ । ଯଦି କେହି ମାନସିକଧାରୀ ପ୍ଲାଷ୍ଟିକ୍ କଳସ ଧରି ପାଣି ଲାଗି କରିବାକୁ ଆସନ୍ତି, ତେବେ ତାଙ୍କ ଜଳ ଲାଗି କରାଯିବନି ବୋଲି କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.8 ° C
    36.8 °
    36.8 °
    17 %
    4.5kmh
    2 %
    Tue
    36 °
    Wed
    38 °
    Thu
    38 °
    Fri
    40 °
    Sat
    40 °

    ସମ୍ବନ୍ଧିତ