Thursday, March 26, 2026
26.8 C
Odisha

    ଧର୍ମଗଡ଼ ସଡକ ଦୁର୍ଘଟଣାରେ 2 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ 2 ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି୤ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    35 %
    2.2kmh
    0 %
    Thu
    27 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ