Tuesday, March 17, 2026
31.5 C
Odisha

    ସମ୍ବଲପୁର ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ,ଜଙ୍ଗା ବଡଦେଓଙ୍କୁ କାନ୍ଧରେ ବୋହି ନାଚିଲେ କେନ୍ଦ୍ରମନ୍ତ୍ରୀ

    ଆଗକୁ ପଢନ୍ତୁ

    ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଭିନ୍ନ କାର୍ଯର୍୍ୟକ୍ରମରେ ସାମିଲ ହେଉଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି କେନ୍ଦ୍ରମନ୍ତ୍ରୀ ବୀର ସୁରେନ୍ଦ୍ର ସାଏଙ୍କ ଘନିଷ୍ଠ ସହଯୋଗୀ ତଥା ସ୍ୱାଧୀନତା ସଂଗ୍ରାମୀ ମଧୁ ଗଡ଼ତିଆଙ୍କ ପୁର୍ଣ୍ଣାଙ୍ଗ ପ୍ରତିମୂର୍ତି ଅନାବରଣ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଜଙ୍ଘାଲିଙ୍ଗା ବଡ଼ଦେଓଙ୍କ ପୂଜାରେ ସାମିଲ ହୋଇଛନ୍ତି । ଜଙ୍ଘା ବଡ଼ଦେଓଙ୍କୁ କାନ୍ଧରେ ବୋହି ଥିଲେ କେନ୍ଦ୍ରମନ୍ତ୍ରୀ । ଜଙ୍ଘା ବଡ଼ଦେଓଙ୍କୁ କାନ୍ଧରେ ବୋହି ଧର୍ମେନ୍ଦ୍ର ପ୍ରଧାନ ନାଚୁଥିବାର ଦେଖିବାକୁ ମିଳିଥିଲା । ଏହା ପରେ ଜଙ୍ଘାବଡ଼ଦେଓଙ୍କ ଶୋଭାଯାତ୍ରାରେ ଯାଇଥିଲେ ଧର୍ମେନ୍ଦ୍ର ପ୍ରଧାନ । ଏହା ସହ ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    30 %
    5.1kmh
    80 %
    Tue
    32 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ