Friday, March 20, 2026
21.7 C
Odisha

    ଛାଡ଼ଖାଇରେ ମାଛ ବିକିବାକୁ ଯିବାବେଳେ ଟ୍ରକ୍‌ ଦୁର୍ଘଟଣାରେ ଜୀବନ ଗଲା

    ଆଗକୁ ପଢନ୍ତୁ

    ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପାରାଦୀପ ଅଠରବାଙ୍କୀ ଅଞ୍ଚଳରେ ଟ୍ରକ ଚକାତଳେ ଚାପିହୋଇ ଜଣେ ମାଛ ବେପାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମହେନ୍ଦ୍ର ଜେନା । ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବାବେଳେ ଉତ୍ତ୍ୟକ୍ତ ଲୋକ ଅଠରବାଙ୍କୀ ରାସ୍ତା ଅବରୋଧ କରିଥିଲେ। ଖବର ପାଇ ପାରାଦୀପ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା। ଏହା ସହିତ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    73 %
    0.8kmh
    100 %
    Fri
    22 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ