Wednesday, April 8, 2026
36.5 C
Odisha

    ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ଯୋଜନା ପଣ୍ଡ କଲା କମିଶନରେଟ ପୁଲିସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର:ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ପ୍ରି ପ୍ଲାନ। ଚଢ଼ାଉ କଲା କମିଶନରେଟ ପୁଲିସର ସାଇବର ଟିମ । ଆପାର୍ଟମେଣ୍ଟରୁ ଠାବ ହେଲା ଅନେକ ଡିଜିଟାଲ ଡିଭାଇସ। ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ ଚଢ଼ାଉ କରି ଏକାଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ଆପାର୍ଟମେଣ୍ଟ ଦ୍ୱିତୀୟ ମହଲ ରେ ଥିବା ୨୦୫ ନମ୍ବର ଫ୍ଲାଟରେ ଚାଲିଛି ଚଢ଼ାଉ। ଫେକ କଲ ସେଣ୍ଟର କରି ଲୋକଙ୍କୁ ଲଗାଯାଉଥିଲା ଚୁନା। ସିମ ବକ୍ସ ଭଳି ଦେଖାଯାଉଥିବା କିଛି ଡିଭାଇସ ଠାବ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36.5 ° C
    36.5 °
    36.5 °
    19 %
    0.9kmh
    53 %
    Wed
    36 °
    Thu
    36 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ