Saturday, September 26, 2026
23.9 C
Odisha

    ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ସେ ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଦେବେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    94 %
    2.6kmh
    100 %
    Sat
    30 °
    Sun
    29 °
    Mon
    29 °
    Tue
    30 °
    Wed
    29 °

    ସମ୍ବନ୍ଧିତ