Saturday, August 1, 2026
25.7 C
Odisha

    ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ, ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ମୋଦୀ

    ଆଗକୁ ପଢନ୍ତୁ

    ମିଶନ ଦିବ୍ୟାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆରଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୋମବାର ଅପରାହ୍ନରେ ଟୁଇଟ୍ କରି ମୋଦୀ ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ମୋଦୀ ଲେଖିଛନ୍ତି, ମିଶନ ଦିବ୍ୟାସ୍ତ୍ର ପାଇଁ ଡିଆରଡିଓ ବୈଜ୍ଞାନିକଙ୍କ ଉପରେ ଆମର ଗର୍ବ । ଏମଆଇଆରଭି ଜ୍ଞାନକୌଶଳ ସହ ନିର୍ମାଣ ହେଇଥିବା ଏହି ମିସାଇଲର ସଫଳ ପରୀକ୍ଷଣ ହେଇଛି । ସ୍ୱଦେଶୀ ରୂପେ ବିକଶିତ ହେଇଥିବା ଅଗ୍ନି-୫ ମିସାଇଲର ପ୍ରଥମ ଉଡାଣ ସଫଳ ହେଇଛି ବୋଲି ମୋଦୀ ଟୁଇଟ୍ କରି ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.7 ° C
    25.7 °
    25.7 °
    88 %
    1.6kmh
    100 %
    Fri
    25 °
    Sat
    30 °
    Sun
    31 °
    Mon
    31 °
    Tue
    31 °

    ସମ୍ବନ୍ଧିତ