Sunday, February 8, 2026
24.5 C
Odisha

    ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଏହି ନୀତି ଚାଲିବ । ତେଣୁ ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ସେପଟେ ଫେବୃଆରୀ ୨୩ ତାରିଖରୁ ନାଟମଣ୍ଡପ ଅବଶିଷ୍ଟ ମରାମତି କାର୍ଯ୍ୟ ଆରମ୍ଭ ହୋଇ ୧୯ ମାର୍ଚ୍ଚ ମଧ୍ୟରେ ନାଟମଣ୍ଡପ କାମ ଶେଷ କରିବାକୁ ବୈଠକରେ ନିଷ୍ପତି ହୋଇଛି । ନିଳାଦ୍ରୀ ଭକ୍ତ ନିବାସରେ ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତି ନିଆଯାଇଛି । ଏହି ସମୟରେ ମହାପ୍ରଭୁଙ୍କ ନୀତି କାନ୍ତି ଯେଭଳି ପ୍ରଭାବିତ ହେବ ନାହିଁ ଓ ଭକ୍ତ ଶ୍ରଦ୍ଧାଳୁ ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେ ନେଇ ନୀତି ସବ କମିଟି ବୈଠକରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    17 %
    2kmh
    0 %
    Sun
    29 °
    Mon
    31 °
    Tue
    32 °
    Wed
    33 °
    Thu
    34 °

    ସମ୍ବନ୍ଧିତ