Thursday, April 2, 2026
25.4 C
Odisha

    ସ୍ଥଗିତ ରହିଲା ଡ୍ରାଇଭର ଆନ୍ଦୋଳନ, ସ୍ବାଭାବିକ ହେବ ପରିବହନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡିଶାରେ ସ୍ଥଗିତ ରହିଲା ଡ୍ରାଇଭର ଆନ୍ଦୋଳନ। ଆଜି ପରିବହନ କମିଶନରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନା ପରେ ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ମହାସଂଘ। ଡ୍ରାଇଭରଙ୍କ ଦାବି ପୂରଣ ନେଇ ପରିବହନ କମିଶନର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଡ୍ରାଇଭର ମହାସଂଘ। ଫଳରେ ଖୁବଶୀଘ୍ର ପେଟ୍ରୋଲ ଡିଜେଲ ଓ ଏଲପିଜି ପରିବହନ ସ୍ବାଭାବିକ ହେବ। ଡ୍ରାଇଭରଙ୍କ ପାଇଁ ଗଠିତ ହୋଇଛି ୱେଲଫେୟାର ବୋର୍ଡ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ