Wednesday, September 16, 2026
26.1 C
Odisha

    ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ସକାଳ ୬ଟା ୧୦ରେ ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା, ସମ୍ବଲପୁର, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍‌ । ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର ।
    ଭାରତ ସମେତ ବାଂଲାଦେଶର ଅନେକ ସ୍ଥାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଓଡ଼ିଶାରେ ମଧ୍ୟ ଝଟକା ଅନୁଭୁତ ହୋଇଛି । ପୁରୀଠାରୁ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ୨୮୬ କିଲୋମିଟର, ବ୍ରହ୍ମପୁରରୁ ଦୂରତା ରହଛି ୩୯୪ କିଲୋମିଟର । ସେହିପରି ଭୁବନେଶ୍ବରରୁ ଦୂରତା ରହିଛି ୨୯୭ କିଲୋମିଟର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    83 %
    1.1kmh
    60 %
    Wed
    27 °
    Thu
    32 °
    Fri
    32 °
    Sat
    31 °
    Sun
    30 °

    ସମ୍ବନ୍ଧିତ