Tuesday, February 17, 2026
15.1 C
Odisha

    ଜୁଲାଇ ୧୫ରୁ ଆରମ୍ଭ ହେବ CBSE ସପ୍ଲିମେଣ୍ଟାରୀ ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜୁଲାଇ ୧୫ ତାରିଖରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ସପ୍ତାହରେ ଏ ସମ୍ପର୍କରେ ସବିଶେଷ ବିବରଣୀ ପ୍ରକାଶ ପାଇବ । ଗତ ୧୩ ତାରିଖରେ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଉକ୍ତ ପରୀକ୍ଷାରେ ଗୋଟିଏ କିମ୍ବା ୨ଟି ବିଷୟରେ ଫେଲ୍ ହୋଇଥିବା ପିଲାମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ । ଜୁଲାଇ ୧୫ରୁ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବା ନେଇ ସୂଚନା ମିଳିଛି । ଚଳିତ ବର୍ଷ ଦଶମରେ ୯୩.୬୦ ପ୍ରତିଶତ ଓ ଦ୍ୱାଦଶ ଶ୍ରେଣୀରେ ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଦଶମରେ ୧.୩୨ ଲକ୍ଷ ଓ ଦ୍ୱାଦଶରେ ୧.୨୨ ଲକ୍ଷ ଅଧିକ ପିଲା ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.1 ° C
    15.1 °
    15.1 °
    89 %
    0.8kmh
    0 %
    Tue
    32 °
    Wed
    33 °
    Thu
    35 °
    Fri
    36 °
    Sat
    36 °

    ସମ୍ବନ୍ଧିତ