Monday, February 16, 2026
18.4 C
Odisha

    ଉଚ୍ଚ ଶିକ୍ଷା ପାଇଁ ଅନାଥ ଓ କିନ୍ନର ମାନଙ୍କୁ ମିଳିବ ଗୋପବନ୍ଧୁ ଶିକ୍ଷା ସହାୟତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଉଚ୍ଚତର ଶିକ୍ଷା ପାଇଁ ଅନାଥ, ବାଲ୍ୟ ବିବାହ ସମୟରେ ଉଦ୍ଧାର ହେଉଥିବା ବାଳିକା ଏବଂ କିନ୍ନର ଶିଶୁମାନଙ୍କୁ ସହାୟତା ମିଳିବ। ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ପାଇଁ ସେମାନଙ୍କୁ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନାରେ ସାମିଲ କରାଯାଇଛି । ୨୦୨୩-୨୪ ଶିକ୍ଷାବର୍ଷରୁ ସେମାନଙ୍କୁ ଏହି ସୁବିଧା ମିଳିବ । ୨୦୧୮-୧୯ ବର୍ଷରୁ ରାଜ୍ୟରେ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା କାର୍ଯ୍ୟକାରୀ ହେଉଥିବାବେଳେ ଏଥିରେ ଅସହାୟ ଓ ଆର୍ଥିକ ଅନଗ୍ରସର ବର୍ଗର ଶିଶୁମାନଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି । ଚଳିତ ଶିକ୍ଷାବର୍ଷରୁ ଏହି ତାଲିକାରେ ଅନାଥ ଶିଶୁ, ବାଲ୍ୟ ବିବାହ ସମୟରେ ଉଦ୍ଧାର ହେଉଥିବା ବାଳିକା ଏବଂ କିନ୍ନର ଶିଶୁମାନଙ୍କୁ ଏହି ତାଲିକାରେ ସରକାର ସାମିଲ କରିଛନ୍ତି । ସେମାନଙ୍କୁ ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ପାଇଁ ଏହି ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.4 ° C
    18.4 °
    18.4 °
    37 %
    0.7kmh
    98 %
    Sun
    19 °
    Mon
    32 °
    Tue
    33 °
    Wed
    34 °
    Thu
    35 °

    ସମ୍ବନ୍ଧିତ