Tuesday, June 2, 2026
30.4 C
Odisha

    EKTA କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମାଧୁରୀ ଦୀକ୍ଷିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବଲିଉଡର ଧକ୍ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ । ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ନେଇ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାଧୁରୀ ।

    ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି ରାଜ୍ୟ ସରକାର । ଆଜି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟପାଳ ଓ ସ୍ୱତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇଛନ୍ତି । ଓଡ଼ିଶା ହସ୍ତତନ୍ତର ବ୍ରଣ୍ଡ ଆମ୍ବାସଡର ରହିଛନ୍ତି ମାଧୁରୀ । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ମେଳା ଲାଗି ରହିଛି । ବାହାର ରାଜ୍ୟର ବୁଣାକାରମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ହସ୍ତତନ୍ତକୁ ନେଇ ବୁଣାକାରମାନଙ୍କ ମଧ୍ୟରେ ଆଲୋଚନା କରାଯିବାର କାର୍ଯ୍ୟକ୍ରମ କରାଯିବ । ରାଜ୍ୟ ଓ ରାଜଚ୍ୟ ବାହାରୁ ବହୁ ବୁଣାକାର ମେଳାରେ ଷ୍ଟଲ ଖୋଲିଛନ୍ତି ।

    ହସ୍ତତନ୍ତ କଳା, କୌଶଳକୁ ବିକଶିତ କରିବା ସହ ଅନେକଙ୍କୁ ପୁରସ୍କୃତ ମଧ୍ୟ କରାଯିବାର କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    30.4 ° C
    30.4 °
    30.4 °
    57 %
    4.2kmh
    75 %
    Tue
    30 °
    Wed
    40 °
    Thu
    41 °
    Fri
    43 °
    Sat
    43 °

    ସମ୍ବନ୍ଧିତ