Monday, September 21, 2026
24 C
Odisha

    ବିଜେପି ବିଧାୟକ ଦଳ ବୈଠକ: ମୁଖ୍ୟମନ୍ତ୍ରୀ ବାଛିବେ ନେତା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଦଳ ବୈଠକ ଆସନ୍ତାକାଲି (ଶନିବାର) ଅନୁଷ୍ଠିତ ହେବ। ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ନିର୍ବାଚିତ ବିଧାୟକମାନେ ନେତା ବାଛିବେ। କେନ୍ଦ୍ରରୁ ଅନୁମୋଦିତ ହୋଇଥିବା ମୁଖ୍ୟମନ୍ତ୍ରୀ ନାଁ ଉପରେ ବିଧାୟକ ଦଳ ବୈଠକରେ ଚୂଡାନ୍ତ ସହମତି ଦେଇ ମୁଖ୍ୟମନ୍ତ୍ରୀ ବାଛିବେ। ଏନେଇ ସୂଚନା ଦେଇଛନ୍ତି କୁଚିଣ୍ଡା ବିଧାୟକ ରବି ନାୟକ। ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାତେଇଥିବାବେଳେ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଅନେକ ଚେହେରା ଉପରେ ନଜର ରହିଛି। ତେବେ ବିଧାୟକ ବୈଠକରେ ଏନେଇ ଘୋଷଣା ହୋଇପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    95 %
    1.1kmh
    100 %
    Sun
    24 °
    Mon
    28 °
    Tue
    28 °
    Wed
    28 °
    Thu
    23 °

    ସମ୍ବନ୍ଧିତ