Saturday, September 6, 2025
30.9 C
Odisha

    ବାଜିଲା ନିର୍ବାଚନ ବିଗୁଲ: ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରୁଛନ୍ତି ଭାରତୀୟ ନିର୍ବାଚନ କମିଶନ। ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍।ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେଉଛି । ପ୍ରତ୍ୟେକ ନିର୍ବାଚନ ଏକ ନୂଆ ପରୀକ୍ଷା ବୋଲି ଭାରତୀୟ ନିର୍ବାଚନ କମିସନ ରାଜୀବ କୁମାର କହିଛନ୍ତି। ଫେକ୍‌‌ ଖବର ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ବ୍ୟବସ୍ଥା କରାଯାଇଛି। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ଦେଢ଼ କୋଟି ପୋଲିଂ ଅଫିସର ନିୟୋଜିତ ହେବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    30.9 ° C
    30.9 °
    30.9 °
    64 %
    1.2kmh
    58 %
    Sat
    30 °
    Sun
    30 °
    Mon
    29 °
    Tue
    31 °
    Wed
    31 °

    ସମ୍ବନ୍ଧିତ