Sunday, October 4, 2026
29.6 C
Odisha

    ବାଜିଲା ନିର୍ବାଚନ ବିଗୁଲ: ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରୁଛନ୍ତି ଭାରତୀୟ ନିର୍ବାଚନ କମିଶନ। ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍।ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେଉଛି । ପ୍ରତ୍ୟେକ ନିର୍ବାଚନ ଏକ ନୂଆ ପରୀକ୍ଷା ବୋଲି ଭାରତୀୟ ନିର୍ବାଚନ କମିସନ ରାଜୀବ କୁମାର କହିଛନ୍ତି। ଫେକ୍‌‌ ଖବର ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ବ୍ୟବସ୍ଥା କରାଯାଇଛି। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ଦେଢ଼ କୋଟି ପୋଲିଂ ଅଫିସର ନିୟୋଜିତ ହେବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ